ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବ । ଏନେଇ ପ୍ରେସ୍ମିଟ କରି ସୂଚନା ଦେଲେ ବୋର୍ଡ ସଭାପତି ।http://bseodisha.ac.in ଏବଂ http://bseodisha.nic.in ବୋର୍ଡ ଅଫିସିଆଲ୍ ୱେବ ସାଇଟରେ ପରୀକ୍ଷାର୍ଥୀମାନେ ଫଳାଫଳ ଜାଣିପାରିବେ। ଆସନ୍ତା ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବ । ୧୧ଟା ୩୦ ସୁଦ୍ଧା ୱେବସାଇଟ୍ରେ ରେଜଲ୍ଟ ମିଳିବ । ଇଣ୍ଟରନେଟ୍ ସୁବିଧା ନଥିଲେ ଏସ୍ଏମ୍ଏସ୍ରେ ରେଜଲ୍ଟ ପାଇ ପାରିବେ ଛାତ୍ରଛାତ୍ରୀ। ଏଥିସହ ଅପରାହ୍ନ ୪ଟା ସୁଦ୍ଧା ଡିଜିଟାଲ ସାର୍ଟିଫିକେଟ୍ ଡାଉନଲୋଡ୍ କରିହେବ ବୋଲି ସୂଚନା ଦେଇଛନ୍ତି ବୋର୍ଡ ସଭାପତି ।