ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ବର୍ଷା ହେବ। ଆଗାମୀ ୫ ଦିନ ଯାଏଁ ବର୍ଷା ଲାଗି ରହିବ। ୨୯ ତାରିଖ ଯାଏଁ ଭାରି ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତାକାଲି ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।ଗଞ୍ଜମ, ଗଜପତି, କେନ୍ଦୁଝର, ରାୟଗଡ଼ା ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ବର୍ଷା ହେବ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ରହିଛି।

Please follow and like us:
Pin Share

Leave a Reply

Your email address will not be published. Required fields are marked *