ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟରେ ବଡ ଅଘଟଣ।ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟର ୫ନଂ ବ୍ଲାଷ୍ଟ ଫର୍ଣ୍ଣେସରେ ଅଘଟଣ ଘଟିଛି । ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ ଲିକ୍ ହେବା ହେତୁ ୮ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି । ବିଷାକ୍ତ କାର୍ବନ ମନୋକ୍ସାଇଡ୍‌ ଗ୍ୟାସ୍‌ ଯୋଗୁ ଶ୍ରମିକମାନେ ଗୁରୁତର ହୋଇପଡ଼ିଛନ୍ତି । ସମସ୍ତଙ୍କୁ ଚିକିତ୍ସା ନିମନ୍ତେ ଆଇଜିଏଚ୍‌ରେ ଭର୍ତ୍ତି କରାଯାଇଛି ।ତେବେ ଗୁରୁତର ଶ୍ରମିକଙ୍କୁ ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସମସ୍ତେ ଆଇସିୟୁରେ ଥିବା ଜଣାପଡିଛି।

Please follow and like us:
Pin Share

Leave a Reply

Your email address will not be published. Required fields are marked *