କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଲେ ସୁନ୍ଦରଗଡ଼ ଜିଲ୍ଲାପାଳ ଡ. ପରାଗ ହର୍ଷଦ ଗାଭାଲି। ୫ ବର୍ଷ ପାଇଁ ତାଙ୍କୁ ନିଯୁକ୍ତି ଦେଇଛନ୍ତି କେନ୍ଦ୍ର ସରକାର। ଭାରତ ସରକାରଙ୍କ ଉପସଚିବ ପୂଜା ଜୈନ ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କୁ ଏନେଇ ଚିଠି କରିଛନ୍ତି। ନୂଆ ନିଯୁକ୍ତି ପାଇବା ପରେ ଦିଲ୍ଲୀ ଯାଇଛନ୍ତି ଜିଲ୍ଲାପାଳ।

Please follow and like us:
Pin Share

Leave a Reply

Your email address will not be published. Required fields are marked *